ମୟୂରଭଞ୍ଜର ଝିଅ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ସଦସ୍ୟା । ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ବା ଇକୋନୋମିକ୍ ଆଡଭାଇଜରି କାଉନସିଲର ସଦସ୍ୟା ଭାବେ ମନୋନୀତ ହୋଇଛନ୍ତି ପୁନମ ଗୁପ୍ତା ମିଶ୍ର ।