Advertisment

ପ୍ରଶାସନ ଅନାଇଲାନି... ସରପଞ୍ଚ କିଣିଦେଲେ ଡଙ୍ଗା

୨ ମାସ ହେଲାଣି ଡଙ୍ଗା ନଥିଲା...ବଡ ହିନସ୍ତା ହେଉଥିଲେ ଲୋକେ...ପ୍ରଶାସନକୁ ଗୁହାରି କରିବା ପରେ ବି କେହି ଶୁଣିଲେନି । ସମସ୍ୟା ସୁଧାରିବାକୁ ଅଣ୍ଟା ଭିଡିଲେ ସରପଂଚ, ନିଜସ୍ୱ ଟଙ୍କାରେ କିଣିଦେଲେ ଡଙ୍ଗା । ଏବେ ହୁଳହୁଳି ପକାଇ ସ୍ୱାଗତ କଲେ ଲୋକେ

Advertisment

୨ ମାସ ହେଲାଣି ଡଙ୍ଗା ନଥିଲା...ବଡ ହିନସ୍ତା ହେଉଥିଲେ ଲୋକେ...ପ୍ରଶାସନକୁ ଗୁହାରି କରିବା ପରେ ବି କେହି ଶୁଣିଲେନି । ସମସ୍ୟା ସୁଧାରିବାକୁ ଅଣ୍ଟା ଭିଡିଲେ ସରପଂଚ, ନିଜସ୍ୱ ଟଙ୍କାରେ କିଣିଦେଲେ ଡଙ୍ଗା । ଏବେ ହୁଳହୁଳି ପକାଇ ସ୍ୱାଗତ କଲେ ଲୋକେ ।

Advertisment
Odisha Boat Sarpanch
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ