ଥମୁନି ଜାଲ୍ ଶିକ୍ଷକଙ୍କ ଚେର । ଗତ ୧୬ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ ଭିତରେ ବି ଅଛନ୍ତି ଜାଲ୍ ଶିକ୍ଷକ । ଏଭଳି ସଙ୍ଗୀନ ଅଭିଯୋଗ ଆସିଛି ଦିବ୍ୟାଙ୍ଗ ଆଶାୟୀଙ୍କ ପାଖରୁ ।
Published: Satyendu Shekher Mishra
Last updated: 19 December 2021, 10:21 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।