Bahanaga station
Advertisment
ବାହାନଗା ବଜାର ଷ୍ଟେସନରେ ଏବେ ରହିବନି କୌଣସି ଟ୍ରେନ୍ । ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ସେଠାରେ କୌଣସି ଟ୍ରେନ୍ ରହିବନି ବୋଲି କୁହାଯାଇଛି । ତଦନ୍ତ ଚାଲିଥିବାରୁ କୌଣସି ଟ୍ରେନ୍ ସେଠାରେ ଅଟକିବନି ବୋଲି ନିର୍ଦେଶ ଦିଆଯାଇଛି । ପାସେଞ୍ଜର, ମେମୁ କିମ୍ବା କୌଣସି ମାଲବାହୀ ଟ୍ରେନ୍ ସେଠାରେ ଅଟକିବନି । ଦକ୍ଷିଣ ପୂର୍ବ ରେଳପଥ ସିପିଆର୍ଓ ଆଦିତ୍ୟ ଚୌଧୁରୀ ଏନେଇ ସୂଚନା ଦେଇଛନ୍ତି । ‘ରିଲେ ପ୍ୟାନେଲ୍ ସିଲ୍ ହୋଇଥିବାରୁ କୌଣସି ଟ୍ରେନ୍ ରହିବନି’ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us