Vote
ସ୍ୱାଧୀନତାର ୭୫ ବର୍ଷ ପରେ ବି ଅଛି କି, ନାହିଁ ନାହିଁର ଗାଁ। ରହିବାକୁ ଖଣ୍ଡିଏ ପକ୍କା ଘର, ପିଇବାକୁ ବିଶୁଦ୍ଧ ପାଣି ଆଉ ସରକାରଙ୍କ ଯୋଜନା ପହଁଚିବାକୁ ପକ୍କା ରାସ୍ତା, ଏବେ ବି ଅନେକ ଗାଁ ପାଇଁ ସାତସପନ। ନିର୍ବାଚନ ଆସିଲେ ନେତାଙ୍କ ଗାଁ କଥା ମନେ ପଡ଼େ। ବାସ୍ କେବଳ ପ୍ରତିଶ୍ରୁତି ଦେଇ ଭୋଟ୍ ନେଇ କ୍ଷମତାକୁ ଆସିବା ଯାଏଁ । ହେଲେ ଏଥର କିନ୍ତୁ ଜାଗ୍ରତ ଜନତା, ରୋକଠୋକ୍ ଶୁଣାଇଛନ୍ତି, ଗାଁକୁ ରାସ୍ତା ନାହିଁ ତ ଭୋଟ ନାହିଁ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)