ଆକାଶ ମେଘମୁକ୍ତ ହେବା ପରେ ଆରମ୍ଭ ହୋଇଯାଇଛି ଶୀତ । କନ୍ଧମାଳରେ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ଏଥିସହ ଓଡିଶାର କାଶ୍ମୀର ଦାରିଙ୍ଗବାଡ଼ିକୁ ଛୁଟୁଛି ପର୍ଯ୍ୟଟକଙ୍କ ଭିଡ । ସେପଟେ ଜଙ୍ଗଲ ପାହାଡ଼ ଘେରା ବଣାଇରେ ବି ବଢିଲାଣି ଶୀତ । ଦେଖନ୍ତୁ ଏହି ରିପୋର୍ଟ ।
Published: Otv Khabar Bureau
Last updated: 08 November 2021, 11:45 AM IST
ଦାଦନ ସମସ୍ୟା ପ୍ରମୁଖ ସମସ୍ୟା। କାମଧନ୍ଦା ନ ପାଇ ଭିଟାମାଟି ଛାଡୁଛନ୍ତି ବାଧ୍ୟ ହେଉଛନ୍ତି। ଗାଁର ମମତା ସେମାନଙ୍କୁ ମତୁଆଲା କରୁଥିଲେ ମଧ୍ୟ ପେଟର ଦାଉ ପ୍ରବାସୀ ହେବାକୁ ବାଧ୍ୟ କରୁଛି। ନୂଆପଡା ଜିଲ୍ଲା ଖଡ଼ିଆଳରୁ ବିଶେଷ ରିପୋର୍ଟ ଦାଦନ ପାଇଁ ଖାଁ ଖାଁ ପଡା...