ନ୍ୟାୟ ମାଗୁଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଅଞ୍ଚଳର ମୃତ ଅଶ୍ୱିନୀଙ୍କ ଅତୃପ୍ତ ଆତ୍ମା । ପରିବାର ଏବେ ନ୍ୟାୟ ମାଗୁଥିବା ବେଳେ ଥାନା ବାବୁ ତଦନ୍ତ କରି ଦୋଷୀକୁ ଦଣ୍ଡ ଦେବାକୁ ଦାବି ହୋଇଛି...
Published: Pallipuspa Samal
Last updated: 25 January 2023, 01:32 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।