Advertisment

ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ

ବରିଷ୍ଠ ସିନେ ଅଭିନେତା ମିହିର ଦାସ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଗତ ୭ ତାରିଖରୁ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ମାତ୍ର ୬୩ ବର୍ଷ ବୟସ ହୋଇଥିଲା।

author-image
Otv Khabar Bureau

ବରିଷ୍ଠ ସିନେ ଅଭିନେତା ମିହିର ଦାସ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଗତ ୭ ତାରିଖରୁ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ମାତ୍ର ୬୩ ବର୍ଷ ବୟସ ହୋଇଥିଲା।

Advertisment
Ollywood Passes Away Mihir Das
Advertisment
Advertisment