Advertisment

ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ

ବରିଷ୍ଠ ସିନେ ଅଭିନେତା ମିହିର ଦାସ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଗତ ୭ ତାରିଖରୁ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ମାତ୍ର ୬୩ ବର୍ଷ ବୟସ ହୋଇଥିଲା।

Passes Away Ollywood Mihir Das
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ