ମେଡିକାଲ ଡ୍ୟୁଟି ସମୟରେ ଶୋଇପଡ଼ିଲେ ଡାକ୍ତର ବାବୁ। ଏଭଳି ଏକ ଘଟଣା ଢେଙ୍କାନାଳ ଜିଲ୍ଲାର ଶ୍ରୀରାମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି। ସିକ୍ୟୁରିଟି ଗାର୍ଡର ସତ ଚେଷ୍ଟା ପରେ ବି ଉଠିଲେନି ଡାକ୍ତର । ଏହି ଘଟଣାର ଏକ ଭିଡିଓ ବର୍ତ୍ତମାନ୍ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
Published: Otv Khabar Bureau
Last updated: 07 October 2021, 06:18 PM IST
ପଡୋଶୀ ରାଜ୍ୟ ପଶ୍ଚିମ ବଙ୍ଗରେ ପୂଜା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ଏଥର ମେଢରେ ଏହି ସବୁ ବିଶେଷ ଧରଣର ଥିମ୍ କୁ ସ୍ଥାନ ଦିଆଯାଇଛି