Advertisment

ନିଶାରୁ ଉଠୁନାହାନ୍ତି ଡାକ୍ତରବାବୁ

ମେଡିକାଲ ଡ୍ୟୁଟି ସମୟରେ ଶୋଇପଡ଼ିଲେ ଡାକ୍ତର ବାବୁ। ଏଭଳି ଏକ ଘଟଣା ଢେଙ୍କାନାଳ ଜିଲ୍ଲାର ଶ୍ରୀରାମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି। ସିକ୍ୟୁରିଟି ଗାର୍ଡର ସତ ଚେଷ୍ଟା ପରେ ବି ଉଠିଲେନି ଡାକ୍ତର । ଏହି ଘଟଣାର ଏକ ଭିଡିଓ ବର୍ତ୍ତମାନ୍ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

Sleeping On Duty Dhenkanal Doctor
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ