ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀରେ ନିଶାକୁ ନା । ଗାନ୍ଧି ଜୟନ୍ତୀରେ ଗ୍ରାମବାସୀ ନେଲେ ମହାନ ପଦକ୍ଷେପ। ନିଜେ ନିଶା ଛାଡ଼ିବା ସହ ଅନ୍ୟମାନଙ୍କ ପାଇଁ ସାଜିଲେ ଉଦାହରଣ । ନିଶାଠୁ ଦୂରେଇ ରହିବା ଏକ ସୁନ୍ଦର ଦେଶ ଗଢ଼ିବା। ଏହି ଉଦ୍ଦେଶ୍ୟ ନେଇ ନିଜକୁ ନିଶାମୁକ୍ତ ଗ୍ରାମ ଭାବେ ଘୋଷଣା କରିଛି କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ୍ ଗୋଡ଼ିପୁଟ ଗାଁ...
Published By: Tanmay Kumar Mahalik
Last updated: 04 October 2023, 10:01 AM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।