ଜେଇ ସିଭିଲ ପ୍ରଶ୍ନପତ୍ର ଲିକ୍ ପଛରେ କିଏ ? OSSCରେ ଏବେ ବି କାମ କରୁଛି କି ବିରଞ୍ଚି ଥିଓରୀ ? ପ୍ରଶ୍ନପତ୍ର ଲିକ୍ ମାମଲାରେ କେମିତି ଥିଲା ଦଲାଲଙ୍କ କାରସାଦି ? ବାଲେଶ୍ୱର ପୋଲିସ ହାତରେ ଲାଗିଥିବା ଏ ହେଉଛି ସେହି ତାଲିକା, ଯେଉଁଥିରେ ରହିଛି ଜେଇ ସିଭିଲ ପ୍ରଶ୍ନପତ୍ର ଲିକ୍ ମାମଲାରେ ଦଲାଲ ଲେଖିଥିବା ପରୀକ୍ଷାର୍ଥୀଙ୍କ ନାଁ ଆଉ ଫୋନ୍ ନମ୍ବର ।