ବାଲେଶ୍ୱର ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆକ୍ସନ ମୋଡରେ ପୋଲିସ୍ । ଲିକ୍ ପ୍ରଶ୍ନ ପତ୍ରରେ ସମ୍ପୃକ୍ତ ପରୀକ୍ଷାର୍ଥୀଙ୍କୁ ଆଜୀବନ ବ୍ୟାନ୍ ଲାଗି ଓଏସ୍ଏସସିକୁ ସୁପାରିଶ କରିଛନ୍ତି ବାଲେଶ୍ୱର ଏସପି । ସେପଟେ OSSCକୁ କାହିଁକି ତଦନ୍ତ ପରିସରଭୁକ୍ତ କରାଯିବନି ବୋଲି ପ୍ରଶ୍ନ ଉଠାଇଛନ୍ତି ପରୀକ୍ଷାର୍ଥୀ ଓ ପୂର୍ବତନ ପୋଲିସ୍ ଅଧିକାରୀ ।