ଏପ୍ରିଲ ୧୮, ୧୯୯୭। ଆଜିର ଦିନରେ ଓଡିଶା ମାଟିରେ ଆରମ୍ଭ ହୋଇଥିଲା ଖବର ପ୍ରସାରଣର ଏକ ନୂଆ ଅଧ୍ୟାୟ ଜନ୍ମ ନେଇଥିଲା ଓଡ଼ିଶା ଟେଲିଭିଜନ୍-ଓଟିଭି।ସ୍ବଳ୍ପ ଭିତ୍ତିଭୂମି, ସୀମିତ ସମ୍ବଳ ଆଉ ସମସ୍ୟାର ସୁଅ ଭିତରେ ବାଟ କାଟି ଧିରେ ଧିରେ ଆଗକୁ ଯାଇଥିଲା। ସ୍ବଛ, ନିରପେକ୍ଷ, ନିର୍ଭିକତାର ଖବର ପ୍ରସାରଣର ଧାରାକୁ ବ୍ରତ କରି ବର୍ଷ ପରେ ବର୍ଷ ଅତିକ୍ରମ କରିଥିଲା ଓଟିଭି।
Published: Chandan Shishu
Last updated: 18 April 2022, 10:55 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।