manjula
ଓଟିଭିରେ ଖବର ପ୍ରସାରଣ ପରେ ଚେତିଲା ପ୍ରଶାସନ । ମାସାଧିକ କାଳ ସର୍ପ ଦଂଶନ ଜ୍ୱାଳାରେ ଜଳୁଥିବା ୯ ବର୍ଷର ବାଳିକା ମଂଜୁଳା ଅଣ୍ଟିର ଚିକିତ୍ସା ଲାଗି ବ୍ୟବସ୍ଥା କରିଛି । ନବରଙ୍ଗପୁର ଜିଲ୍ଲା ପ୍ରଶାସନ ମଂଜୁଳାକୁ ଗତକାଲି ପ୍ରଥମେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ତାକୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମଂଜୁଳାର ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କାର ତୁରନ୍ତ ସହାୟତା ମଧ୍ୟ ଯୋଗାଇ ଦେଇଛନ୍ତି ଜିଲ୍ଲାପାଳ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)