Advertisment

ଓଟିଭିରେ ଖବର ପ୍ରସାରଣ ପରେ ପଶିଲା ଚେତା,ମଞ୍ଜୁଳାକୁ ମିଳିଲା ସହାୟତା

ଓଟିଭିରେ ଖବର ପ୍ରସାରଣ ପରେ ଚେତିଲା ପ୍ରଶାସନ । ମାସାଧିକ କାଳ ସର୍ପ ଦଂଶନ ଜ୍ୱାଳାରେ ଜଳୁଥିବା ୯ ବର୍ଷର ବାଳିକା ମଂଜୁଳା ଅଣ୍ଟିର ଚିକିତ୍ସା ଲାଗି ବ୍ୟବସ୍ଥା କରିଛି ।

Advertisment

 ଓଟିଭିରେ ଖବର ପ୍ରସାରଣ ପରେ ଚେତିଲା ପ୍ରଶାସନ । ମାସାଧିକ କାଳ ସର୍ପ ଦଂଶନ ଜ୍ୱାଳାରେ ଜଳୁଥିବା ୯ ବର୍ଷର ବାଳିକା ମଂଜୁଳା ଅଣ୍ଟିର ଚିକିତ୍ସା ଲାଗି ବ୍ୟବସ୍ଥା କରିଛି । ନବରଙ୍ଗପୁର ଜିଲ୍ଲା ପ୍ରଶାସନ ମଂଜୁଳାକୁ ଗତକାଲି ପ୍ରଥମେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ତାକୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମଂଜୁଳାର ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କାର ତୁରନ୍ତ ସହାୟତା ମଧ୍ୟ ଯୋଗାଇ ଦେଇଛନ୍ତି ଜିଲ୍ଲାପାଳ ।

Advertisment
Odisha Nabarangpur
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ