Advertisment

କଟକ ବଡ଼ ମେଡ଼ିକାଲ୍‌ରେ ବିଚିତ୍ର ବ୍ୟବସ୍ଥା, ଷ୍ଟ୍ରେଚର୍ ଆଉ ହୁଇଲ ଚେୟାର ପାଇଁ ବନ୍ଧା ପଡୁଛି ମୋବାଇଲ୍ ଫୋନ୍

ବିକଳ ହେଉଛନ୍ତି ରୋଗୀ ଓ ସମ୍ପର୍କୀୟ । କହୁଛନ୍ତି ଜମିପଟ୍ଟା ପଛେ ନିଅ, ମୋବାଇଲ୍ ନିଅନି । ପୂର୍ବରୁ ରୋଗୀ ଓ ସମ୍ପର୍କୀୟଙ୍କ ପରିଚୟପତ୍ର ରଖାଯାଉଥିଲା । ଏବେ କିନ୍ତୁ ବନ୍ଧକ ପଡୁଛି ମୋବାଇଲ୍ । ରୋଗଦୁଃଖ ସମୟରେ ଆଉ ବିକଳ୍ପ ନଥିବା ସଂପର୍କୀୟ ବା କରିବେ କଣ ? ବାଧ୍ୟ ହେଉଛନ୍ତି ମୋବାଇଲ ଦାଖଲ କରିବାକୁ ।

author-image
Satyendu Shekher Mishra

ବିକଳ ହେଉଛନ୍ତି ରୋଗୀ ଓ ସମ୍ପର୍କୀୟ । କହୁଛନ୍ତି ଜମିପଟ୍ଟା ପଛେ ନିଅ, ମୋବାଇଲ୍ ନିଅନି । ପୂର୍ବରୁ ରୋଗୀ ଓ ସମ୍ପର୍କୀୟଙ୍କ ପରିଚୟପତ୍ର ରଖାଯାଉଥିଲା । ଏବେ କିନ୍ତୁ ବନ୍ଧକ ପଡୁଛି ମୋବାଇଲ୍ । ରୋଗଦୁଃଖ ସମୟରେ ଆଉ ବିକଳ୍ପ ନଥିବା ସଂପର୍କୀୟ ବା କରିବେ କଣ ? ବାଧ୍ୟ ହେଉଛନ୍ତି ମୋବାଇଲ ଦାଖଲ କରିବାକୁ ।

Advertisment
Cuttack SCB Medical
Advertisment
Advertisment