Advertisment

ସଂକଟରେ ଗଜରାଜ; ବିଶ୍ୱ ହାତୀ ଦିବସରେ ହାତୀ ସୁରକ୍ଷା ଚିନ୍ତା

ହାତୀ ଦିବସରେ ହାତୀ ସୁରକ୍ଷା ଚିନ୍ତା। ଅକ୍ଟୋବରରୁ ରାଜ୍ୟରେ ଆରମ୍ଭ ହେବ ବର୍ଷବ୍ୟାପୀ ଗଜ ଉତ୍ସବ। ବିଶ୍ୱ ହାତୀ ଦିବସରେ ଭୁବନେଶ୍ୱର ଆୟୋଜିତ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଏଥିସହ ଡିସେମ୍ବର ମାସରେ ନୂଆ ହାତୀ ଗଣନା ରିପୋର୍ଟ ଆସିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ। ଖାସ୍ କରି ବର୍ଷକୁ ରାଜ୍ୟରେ ପାଖାପାଖି ୮୦ରୁ ଅଧିକ ହାତୀଙ୍କ ଜୀବନ ଯାଉଥିବାରୁ ଏହି ବିଶାଳ ପ୍ରାଣୀଙ୍କ ସୁରକ୍ଷା ପ୍ରମୁଖ ପ୍ରସଙ୍ଗ ପାଲଟିଛି।

Elephant Elephant Deaths
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ