By: Pallipuspa Samal
Last updated: 30 August 2022, 03:00 PM IST
ବନ୍ୟା ପରେ ସଙ୍ଗୀନ ସ୍ଥିତିରେ ପାକିସ୍ତାନ। ଟମାଟୋ କିଲୋ ୫୦୦ ବେଳେ ପିଆଜ କିଲୋ ୪୦୦...କଣ ଖାଇବେ? କେମିତି ଖାଇବେ? ଚିନ୍ତାରେ ପାକ୍ବାସୀ...