ହାଏରେ ବିଧାତା ! ଚାଲି ପାରୁନି ମୋ ଗେଲ ବସର ପୁଅ
Published By: Rajalaxmi Sahoo
Last updated: 06 September 2023, 02:42 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।