Advertisment

ମହରଗକୁ ଯାଇ କାନ୍ତାରରେ ପଡ଼ିଲେ ମହକିଲ: ଓକିଲ ନଥିବାରୁ ହୋଇପାରୁନି କୋର୍ଟ କାମ

ସମ୍ବଲପୁର କୋର୍ଟ ଚାରିପଟେ ପୋଲିସ୍ ଛାଉଁଣୀ। ତାରି ଭିତରେ କୋର୍ଟକୁ ବିଚାରପତି ଯାଉଛନ୍ତି। ଦୂରଦୂରାନ୍ତରୁ ମହକିଲ ଆସୁଛନ୍ତି। ହେଲେ ନିଜ ନିଜ ଓକିଲଙ୍କୁ ଭେଟି ନପାରି କେବଳ କୋର୍ଟ ପରିସରରେ ଥିବା ହେଲ୍ପ ଡେସ୍କରୁ ତାରିଖ ନେଇ ଫେରୁଛନ୍ତି। ଏଇ ଯେମିତି ସମ୍ବଲପୁର କତରବଗା ତରୁଣ୍ଡି ମହୁଲର କେଶବ ଚିକୁ ବାରିକ। ୨୦୧୮ରେ ତାଙ୍କ ବାପାଙ୍କୁ ହତ୍ୟା ମାମଲାରେ ଆଜି ତାରିଖରେ ତାଙ୍କୁ ହାଜର ହୋଇ ତଥ୍ୟ ପ୍ରମାଣ ରଖିବାକୁ କୋର୍ଟରୁ ସମନ ଥିଲା ହେଲେ ଓକିଲ ନଥିବାରୁ ଆର ମାସ ଏଇ ତାରିଖରେ ପୁଣି ହାଜର ପାଇଁ ତାଙ୍କୁ ସମୟ ଦିଆଯାଇଛି।

Supreme Court HIgh Court Bench Lawyers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ