Acharya Harihar Cancer Hospital
Advertisment
ମାଗଣା ସେବା ପାଇବାକୁ ଗରିବ ରୋଗୀଟିଏ ବି ଧାଇଁ ଆସୁଛି ରାଜ୍ୟର ବଡ଼ ବଡ଼ ଡାକ୍ତରଖାନାକୁ। ହେଲେ କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ପରିସରରେ, ମୁଣ୍ଡଫଟା ଖରାରେ ଦିନ ଦିନ ଧରି ଶହ ଶହ ରୋଗୀ ଓ ସେମାନଙ୍କ ସପର୍କୀୟ ଯେମିତି ପଡ଼ି ରହିଛନ୍ତି, ଯନ୍ତ୍ରଣା ଦେଖିଲେ ଆପଣଙ୍କ ଆଖିରେ ଲୁହ ରହିବନି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us