Advertisment

ଆମେରିକା, ବ୍ରିଟେନ୍, ଫ୍ରାନ୍ସ ରାଷ୍ଟ୍ରନେତାଙ୍କୁ ପଛରେ ପକାଇ ମୋଦି ହେଲେ ବିଶ୍ୱର ନମ୍ବର ୱାନ୍ ନେତା

ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଏବଂ ବ୍ରିଟେନ୍ ପ୍ରଧାନମନ୍ତ୍ରୀଙ୍କୁ ବି ପଛରେ ପକାଇ ଆଗରେ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ତାଲିକାରେ ଆଗରେ ରହି ପୁଣି ଥରେ ବିଶ୍ୱ ମଞ୍ଚରେ ଚର୍ଚ୍ଚା ସାଉଁଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ