କେନ୍ଦ୍ରାପଡା ମହାକାଳପଡାରେ ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ। ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ଏହି ମେଗା ପ୍ଲାଣ୍ଟ ସ୍ଥାପନ ଲାଗି ଅନୁମୋଦନ ଦେଇଛି ରାଜ୍ୟ ସରକାରଙ୍କ ହାଇ ପାୱାର କମିଟି।
Published: Satyendu Shekher Mishra
Last updated: 18 December 2021, 10:08 PM IST
ଗତକାଲି ଆମକୁ ବ୍ୟକ୍ତିଗତ ଆକ୍ଷେପ କରାଯାଇଥିଲା । କ୍ଷମା ନ ମାଗିବା ଯାଏଁ ବଡୁ କଣ ତାହା ଦେଖେଇଦେବୁ ବୋଲି ଚେତାବନୀ ଶୁଣାଇଛନ୍ତି ବଡୁ ନିଯୋଗ ସମ୍ପାଦକ କମଳାକାନ୍ତ ବଡୁ।