Advertisment

ପ୍ରଶାସନ କଲାନି...ଧାନ, ଚାଉଳ, ଟଙ୍କା ଏକାଠି କଲେ...କଂକ୍ରିଟ୍‌ର ପୋଲ ତିଆରି କଲେ

ଏକତା ହିଁ ବଳ । ଗାଁକୁ ସବୁଦିନିଆ ପୋଲ କରିବାକୁ ବାରମ୍ବାର ଗୁହାରି କରିବା ପରେ ବି କେହି ଶୁଣିଲେନି । ବର୍ଷା ଦିନ ପୂର୍ବରୁ ମିଟିଂ ହେଲା...ଧାନ, ଚାଉଳ ସହ ଟଙ୍କା ଏକାଠି ହେଲା । କଂକ୍ରିଟ ପୋଲ ତିଆରି ପରେ ଏବେ ଘାଏଁ ଘାଏଁ ଗଡୁଛି ଗାଡ଼ି ।

author-image
Tanmay Kumar Mahalik

Villagers
Advertisment
Advertisment