ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାଦାମପାହାଡ଼ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ଉପସ୍ଥିତ ଲୋକଙ୍କ ଅଭିବାଦନ ଗ୍ରହଣ କରିଛନ୍ତି ।
Published: Tanmay Kumar Mahalik
Last updated: 04 May 2023, 11:25 AM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।