Advertisment

ଆସୁଛନ୍ତି ରାଷ୍ଟ୍ରପତି, ସଜେଇ ହେଉଛି ଜନ୍ମମାଟି ରାଇରଙ୍ଗପୁର

ଆସୁଛନ୍ତି ରାଷ୍ଟ୍ରପତି, ସଜେଇ ହେଉଛି ରାଇରଙ୍ଗପୁର । ଦେଶର ପ୍ରଥମ ନାଗରିକଙ୍କୁ ନିଜ ମାଟିରେ ଦେଖିବାକୁ ନିଜ ଲୋକଙ୍କ ଭିତରେ ପ୍ରବଳ ଉତ୍ସାହ । ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟିକୁ ପ୍ରଥମ ଗସ୍ତ ।

Advertisment

ଆସୁଛନ୍ତି ରାଷ୍ଟ୍ରପତି, ସଜେଇ ହେଉଛି ରାଇରଙ୍ଗପୁର । ଦେଶର ପ୍ରଥମ ନାଗରିକଙ୍କୁ ନିଜ ମାଟିରେ ଦେଖିବାକୁ ନିଜ ଲୋକଙ୍କ ଭିତରେ ପ୍ରବଳ ଉତ୍ସାହ । ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ଜନ୍ମମାଟିକୁ ପ୍ରଥମ ଗସ୍ତ । ତିନି ଦିନିଆ ଗସ୍ତରେ ରାଷ୍ଟ୍ରପତି ନିଜେ ପ୍ରତିଷ୍ଠା କରିଥିବା ସ୍କୁଲକୁ ଯିବେ । ଆଦିବାସୀ ରୀତିନୀତିରେ ପୂଜା କରିବେ, ବନ୍ଧୁବାନ୍ଧବଙ୍କୁ ଭେଟିବେ । ଶିମିଳିପାଳ ଅଭୟାରଣ୍ୟ ବୁଲି ଦେଖିବା ସହ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।

Advertisment
Droupadi Murmu
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ