Advertisment

ସାମ୍ବାଦିକଙ୍କୁ କ୍ୱାର୍ଟର୍ସ ମିଳିବା ପ୍ରସଙ୍ଗରେ ରାଜ୍ୟର ୭୫ ସାମ୍ବାଦିକଙ୍କୁ PCIର ନୋଟିସ୍

ଆବେଦନକାରୀଙ୍କ ପିଟିସନ୍ ଅନୁଯାୟୀ, ରାଜ୍ୟରେ ସାମ୍ବାଦିକଙ୍କୁ କ୍ବାର୍ଟର୍ସ ମିଳିବା ନେଇ କୌଣସି ସ୍ପଷ୍ଟ ନୀତି ବି ନାହିଁ। 30ରୁ 40 ବର୍ଷ ଧରି ବହୁ ସାମ୍ବାଦିକ ନାମମାତ୍ର ମାସିକ ଭଡ଼ା ଦେଇ କ୍ୱାର୍ଟର୍ସ ମାଡ଼ି ବସିଥିଲା ବେଳେ ଇଲେକଟ୍ରୋନିକ ଓ ମହିଳା ସାମ୍ବାଦିକ ଏଥିରୁ ବଞ୍ଚିତ ହେଉଛନ୍ତି।

author-image
Sarbeswar

Press Council Of India Journalists
Advertisment
Advertisment