tomatoes
ଶହେ ଟପିଲା ଟମାଟୋ ଦର, କିଲୋ ପିଛା ୧୨୦ ଟଙ୍କାରେ ବିକ୍ରି...
ଶହେ ଉପରେ ଟମାଟୋ ଦର। କଟକ ରେ ଟମାଟୋ କିଲୋ ପିଛା ଶହେରୁ ୧୨୦ ଟଙ୍କାରେ ବିକ୍ରି ହେଉଛି। ସେହିପରି ବାଲେଶ୍ୱର ରେ କେଜି ପ୍ରତି ଶହେ ଟଙ୍କା ରହିଛି ଟମାଟୋ ଦର। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ରେ ମଧ୍ୟ ବିଭିନ୍ନ ବଜାରରେ ଟମାଟୋ କେଜି ଶହେ ଟଙ୍କାରେ ବିକ୍ରି ହେଉଛି।
tomatoes
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)