Advertisment

ଫେସିଆଲ୍ ହେଉଥିଲେ, ଭିଡ଼ିଓ କରିବାରୁ କାମୁଡିଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅଜବ କାରନାମା। ସ୍କୁଲରେ ‘ଫେସିଆଲ୍‌’ ହେଉଥିଲେ ! ଭିଡ଼ିଓ କରିବାରୁ ସହକର୍ମୀଙ୍କୁ ମାଡ ମାରି ଲହୁଲୁହାଣ କରି ରକ୍ତାକ୍ତ କରିବା ସହ କାମୁଡି ଦେଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଉନ୍ନାଓ ଜିଲ୍ଲାର ଏକ ପ୍ରାଥମିକ ବିଦ୍ୟାଳୟରେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଢେର୍ ଭାଇରାଲ ହେବାରେ ଲାଗିଛି ।

Advertisment
Teacher
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ