Advertisment

ପ୍ରଶାସନକୁ ପାଠ ପଢାଇଲେ କଲେଜ୍‌ ଛାତ୍ରୀ

ଯାହା ନକରିପାରିଲା ପ୍ରଶାସନ, ତାହା କରିଦେଖାଇଲେ ଛାତ୍ରୀ । କାଦୁଅ ପଚପଚ ରାସ୍ତାକୁ ନିଜେ ସଫା କଲେ, ରାସ୍ତା ଅବରୋଧ କଲେ । ୭ ଦିନ ସମୟ ମାଗିବା ପରେ ବି ରାଜି ହେଲେନି ଛାତ୍ରୀ..ବାଧ୍ୟ ହୋଇ ଅନ୍‌ ଦ ସ୍ପଟ୍ କୁ ଆସିଲା ପ୍ରଶାସନ। ସାଙ୍ଗେ ସାଙ୍ଗେ ଆରମ୍ଭ ହେଲା ରାସ୍ତା କାମ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ