ଆଜି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଝିଅଙ୍କ ବାହାଘର। ଗଜପତି ମହାରାଜାଙ୍କ ତୃତୀୟ କନ୍ୟା ରାଜକୁମାରୀ ଦେବେଶୀ ଦେବୀ ଆଜି ବିବାହ ବନ୍ଧନରେ ଆବଦ୍ଧ ହେବେ। ଭୁବନେଶ୍ୱର ସ୍ଥିତ ହୋଟେଲ ମେ’ ଫେୟାରରେ ଏହି ହାଇପ୍ରୋଫାଇଲ୍‌ ବିବାହ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।