ପ୍ରବଳ ଦାବି ପରେ ଆଜିଠୁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର
Advertisment
ପ୍ରବଳ ଦାବି ପରେ ଆଜିଠୁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର । ପୁରୀବାସୀ ଏହି ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ । ଏନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ତେବେ ପୁରୀ ବାସିନ୍ଦା ପରିଚୟପତ୍ର ଦେଖାଇ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ବୋଲି ସୂଚନା ମିଳିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us