Advertisment

ଜାନୁଆରୀ ୧୧ ତାରିଖ ଶେଷ କଣ୍ଟ

ପାଖେଇ ଆସୁଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ସମୟ। ଏଥିପାଇଁ ତତ୍ପର ପ୍ରଶାସନ, ତତ୍ପର ସରକାର। ଜାନୁଆରୀ ୧୧ ସନ୍ଧ୍ୟା ସୁଦ୍ଧା ପ୍ରକଳ୍ପ କାମ ସାରି ହସ୍ତାନ୍ତର କରିବାକୁ ଆଜି ଓବିସିସିକୁ ଡେଡ୍ ଲାଇନ୍ ଦେଇଛନ୍ତି ମୁଖ୍ୟ ଶାସନ ସଚିବ।

author-image
Manoranjan Behera

ପାଖେଇ ଆସୁଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ସମୟ। ଏଥିପାଇଁ ତତ୍ପର ପ୍ରଶାସନ, ତତ୍ପର ସରକାର। ଜାନୁଆରୀ ୧୧ ସନ୍ଧ୍ୟା ସୁଦ୍ଧା ପ୍ରକଳ୍ପ କାମ ସାରି ହସ୍ତାନ୍ତର କରିବାକୁ ଆଜି ଓବିସିସିକୁ ଡେଡ୍ ଲାଇନ୍ ଦେଇଛନ୍ତି ମୁଖ୍ୟ ଶାସନ ସଚିବ।

Advertisment
Jagannath Temple Srimandir Corridor Project Srimandir Parikrama Project
Advertisment
Advertisment