ଅଠରନଳା ଐତିହ୍ୟ ସେତୁରେ ‘ଫାଟ’
ବିପଦରେ ଶ୍ରୀଜଗନ୍ନାଥ ଧାମର ପ୍ରବେଶ ପଥ- ଅଠରନଳା। ଏହି ଐତିହ୍ୟ ସେତୁର ଖମ୍ବ ଫାଟି ଆଁ କଲାଣି, ଭାସ୍କର୍ଯ୍ୟ ଭୁଷୁଡ଼ି ଗଲାଣି। ଏମିତିକି ଆବର୍ଜନା ପାଣି ପଶି ଗନ୍ଧରେ ଫାଟୁଛି ଅଠରନଳା ପରିବେଶ। ଏହାକୁ ନେଇ ବୁଦ୍ଧିଜୀବୀ ଓ ଗବେଷକ ଅସନ୍ତୋଷ ଝାଡ଼ିଥିବା ବେଳେ ASI କହିଛି, ସୃଷ୍ଟି ହୋଇଥିବା ଫାଟ ଯୋଗୁଁ କୌଣସି ବିପଦ ଆଶଙ୍କା ନାହିଁ। ଖୁବ୍ଶୀଘ୍ର ମରାମତି କରାଯିବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)