ଦ୍ରୁତଗତିରେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ା ଖୋଳାଯାଇଛି ବିରାଟ ବିରାଟ ଗାତ, ବନ୍ଧା ଯାଇଛି ଲୁହାରଡ଼, ଚାଲିଛି କଂକ୍ରିଟ୍ ନିର୍ମାଣ।କୁହାଯାଉଛି ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ପଟେ ତିଆରି ହେଉଛି, ଇଲେକ୍ଟ୍ରିକାଲ୍ ରୁମ, ସେଲଟର ରୁମ୍ ଓ ଶୌଚାଳୟ।