By: Sujit kumar Swain
Last updated: 10 June 2024, 10:05 PM IST
ସରକାର ବଦଳୁ ବଦଳୁ ଶ୍ରୀମନ୍ଦିରକୁ କିଏ ଶ୍ରୀହୀନ କରିବାକୁ ବସିଥିଲା? ବଡ଼ ଠାକୁରଙ୍କ ବଡ଼ ଦେଉଳକୁ ଆଲୋକଶୂନ୍ୟ କରିବାର ମନ୍ଦବୁଦ୍ଧି ପାଞ୍ଚିଥିଲା କିଏ ?