ନୀଳଗିରି ବ୍ଲକ ରିଙ୍ଗପୁର ଗାଁରେ ସକାଳୁ ସକାଳୁ ଲୋକେ ଏଇ ଅଜଗରଟିକୁ ଦେଖିଥିଲେ.. ବିରାଟ ଅଜଗରଟି ଶାଳ ଗଛ ଉପରକୁ ଚଢୁଥିବା ଦେଖି ଗାଁ ଲୋକେ ଭିଡିଓ ଉଠାଇଥିଲେ..ସାପକୁ ଦେଖିବାକୁ ଲୋକେ ଭିଡ଼ ଜମାଇଥିଲେ ଏବଂ ବନ ବିଭାଗକୁ ବି ସୂଚନା ଦେଇଛନ୍ତି.
Published: Otv Khabar Bureau
Last updated: 14 October 2021, 01:36 PM IST
ଗାଁରେ ଆମ୍ବୁଲାନ୍ସ ପହଞ୍ଚି ପାରିଲାନି.. କାରଣ ଗାଁକୁ ଯିବାକୁ ଏଠି ରାସ୍ତାଟିଏ ନାହିଁ.. କୁମ୍ଭାରଟୋଲି ବସ୍ତିର ଶୁକ୍ରାମ ମୁଣ୍ଡାଙ୍କ ସ୍ତ୍ରୀ ସୁକୁନି ମୁଣ୍ଡା ପ୍ରସବ ଯନ୍ତ୍ରଣା ପାଇବା ପରେ ମେଡିକାଲ ଯିବାକୁ କେମିତି ହନ୍ତସନ୍ତ ହେଲେ ଦେଖନ୍ତୁ..