ପୁଣି ଚର୍ଚ୍ଚାରେ କଲ୍ୟାଣସିଂହପୁରର କାସିମ୍‌ ଚାଚା। ଗରିବ ଭୋକିଲାଙ୍କୁ ଏଥର ଚିକେନ୍‌ ବିରିୟାନୀ ସହ ବାଣ୍ଟିଲେ ଜୋତା। କୁକୁଡ଼ା ମାଂସ ଦୋକାନ କରି ସପ୍ତାହକୁ ଏମିତି ଥରେ ଭୋକିଲାଙ୍କୁ ଦେଉଛନ୍ତି ଖାଦ୍ୟ...କେତବେବେଳେ ଜୋତା ତ ପୁଣି କେତେବେଳେ ଛତା...ଧୋତି ଆଉ ଲୁଗା ବି ଦେଉଛନ୍ତି। କାସିମ୍‌ଙ୍କୁ ନେଇ ପୂରା ରାଜ୍ୟରେ ଏବେ ବଢିଲାଣି ଚର୍ଚ୍ଚା, ଦେଖନ୍ତୁ ଏଇ ସ୍ୱତନ୍ତ୍ର ରିପୋର୍ଟ....