କାସିମ ଚାଚାଙ୍କୁ ନେଇ ବଢିଲା ଚର୍ଚ୍ଚା। ଏଥର କେବଳ ମାଗଣା ଖାଇବା ନୁହେଁ ବରଂ ଶାଢୀ, ଧୋତି ସାଙ୍ଗକୁ ଦେଉଛନ୍ତି ୫୦ ଟଙ୍କା। ଚାରିଆଡ଼ୁ ଛୁଟିଲା ପ୍ରଶଂସାର ସୁଅ। ଚିକେନ୍ ଦୋକାନ କରି ଲୋକଙ୍କୁ ଏମିତି ଭାବରେ କରୁଛନ୍ତି ସାହାଯ୍ୟ…
Published: Pallipuspa Samal
Last updated: 03 May 2022, 02:15 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।