Advertisment

ଭୁବନେଶ୍ୱର ରେଳ ଷ୍ଟସନ୍‌ରେ ଖର୍ଚ୍ଚ ହେବ ୩୯୮ କୋଟି, ବିମାନବନ୍ଦର ଭଳି ଚମକିବ

ଭୁବନେଶ୍ୱରର ରେଳ ଷ୍ଟେସନର ହେବ ନବୀକରଣ । ବିମାନ ବନ୍ଦର ଭଳି ଏଠାରେ ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଷ୍ଟେସନ ନବକଳେବର ପ୍ରକଳ୍ପର ଶୁଭ ଦେଇଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ସହ ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ପ୍ରତାପ ଷଡଙ୍ଗୀ ମଧ୍ୟ ଏହି ଉତ୍ସବରେ ସାମିଲ ହୋଇଥିଲେ ।

author-image
Sarbeswar

Bhubaneswar Railway Station Ashwini Vaishnaw
Advertisment
Advertisment