Ratnabhandar
ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତିକୁ ନେଇ ପୁଣି ଚର୍ଚ୍ଚା । ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ରତ୍ନଭଣ୍ଡାରର ମରାମତି ପାଇଁ ଅନୁମତି ଦେବାକୁ ଶ୍ରୀମନ୍ଦିର ପ୍ରଶାସନକୁ ଖୋଦ୍ ଏଏସ୍ଆଇର ଚିଠି ପରେ ରତ୍ନଭଣ୍ଡାର ଖୋଲିବା ନେଇ ପୁଣିଥରେ ଆଶା ସଂଚାର ହୋଇଛି । ତେବେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ କହିଛନ୍ତି ପରବର୍ତ୍ତୀ ପରିଚାଳନା କମିଟି ବୈଠକରେ ଏନେଇ ଆଲୋଚନା ହେବ । ହେଲେ ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ରାଜ୍ୟ ସରକାର ନେବେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)