ତାଳଚେରରେ ଗଢ଼ି ଉଠିଛି ବହୁ ଶିଳ୍ପାନୁଷ୍ଠାନ। ଏଥି ପାଇଁ ଦିନରାତି ପରିବହନ ହେଉଛି କୋଇଲା। ହେଲେ ନିୟମକୁ ଫୁ କରି ଟ୍ରକ ଓ ରେଳ ୱାଗନଗୁଡିକରେ ବିନା ପାଲରେ କୋଇଲା ପରିବହନ ହେଉଥିବାରୁ ଅକଥନୀୟ ସମସ୍ୟା ଭୋଗୁଛନ୍ତି ତାଳଚେରବାସୀ