Beach Shacks
ଏଣିକି ପୁରୀ ବିଚ୍ରେ ମିଳିବ ମଦ, ରହିବାକୁ ହେବ ଘର; ଓଟିଡିସି କରିବ ବ୍ୟବସ୍ଥା
ଏଣିକି ଅଧିକ ଆମୋଦଦାୟକ ହେବ ଓଡ଼ିଶାରେ ବେଳାଭୂମି ପର୍ଯ୍ୟଟନ । କାହିଁକି ନା ରାଜ୍ୟର ପ୍ରମୁଖ ୬ଟି ସମୁଦ୍ରତଟରେ ଗୋଆ ଭଳି ବେଳାଭୂମି କୁଟୀର ବା ଅସ୍ଥାୟୀ ବାର ନିର୍ମାଣ ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଯେଉଁଠି ମିଳିବ ଭଳିକି ଭଳି ସୁସ୍ୱାଦୁ ଖାଦ୍ୟ ସାଙ୍ଗକୁ ଆଲକୋହଲ ଯୁକ୍ତ ପାନୀୟ, ମ୍ୟୁଜିକ୍ ସାଙ୍ଗକୁ ମନୋରଂଜନର ଅନ୍ୟାନ୍ୟ ସୁବିଧା
Beach Shacks
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)