Muktikant Biswal
ରାଜଧାନୀରେ ହାଇଡ୍ରାମା । ନବୀନ ନିବାସଠୁ ମାତ୍ର ୫ ଶହ ମିଟର ଦୂର ଶିଶୁଭବନ ଛକରେ ବିଚଳିତ କଲାଭଳି ଦୃଶ୍ୟ । ସୁଉଚ୍ଚ ହୋର୍ଡିଂ ଉପରେ ଚଢ଼ି, ଜାତୀୟ ପତାକାକୁ ପାଖରେ ବାନ୍ଧି ଜଣେ ଯୁବକଙ୍କ ଚରମ ପ୍ରତିବାଦ । ପୁଣି ହାତରେ ଲାଇଟର, ପେଟ୍ରୋଲ ଭର୍ତ୍ତି ବୋତଲ । ହଁ ଇଏ ସେଇ ପ୍ରତିବାଦକାରୀ ଯୁବକ ମୁକ୍ତିକାନ୍ତ ବିଶ୍ୱାଳ । ଯିଏ ରାଉରକେଲାରୁ, ମୁଖ୍ୟମନ୍ତ୍ରୀ ଦେଇଥିବା ୯ ବର୍ଷ ତଳର ପ୍ରତିଶ୍ରୁତିକୁ ମଡେଲ୍ର ଭାର ବନେଇ ୫ ଶହରୁ ଊର୍ଦ୍ଧ୍ୱ କିଲୋମିଟର ବାଟ ପାଦରେ ଚାଲିଚାଲି ନବୀନ ନିବାସ ଯାଏଁ ଆସିଥିଲେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)