Advertisment

ହୋର୍ଡିଂ ଉପରେ ହାଇଡ୍ରାମା ! ମୁକ୍ତିକାନ୍ତଙ୍କ ଆତ୍ମାହୁତି ଧମକ୍‌, ବଢ଼ାଇଦେଲା ସରକାରଙ୍କ ଚିନ୍ତା

ରାଜଧାନୀରେ ହାଇଡ୍ରାମା । ନବୀନ ନିବାସଠୁ ମାତ୍ର ୫ ଶହ ମିଟର ଦୂର ଶିଶୁଭବନ ଛକରେ ବିଚଳିତ କଲାଭଳି ଦୃଶ୍ୟ । ସୁଉଚ୍ଚ ହୋର୍ଡିଂ ଉପରେ ଚଢ଼ି, ଜାତୀୟ ପତାକାକୁ ପାଖରେ ବାନ୍ଧି ଜଣେ ଯୁବକଙ୍କ ଚରମ ପ୍ରତିବାଦ । ପୁଣି ହାତରେ ଲାଇଟର, ପେଟ୍ରୋଲ ଭର୍ତ୍ତି ବୋତଲ । ହଁ ଇଏ ସେଇ ପ୍ରତିବାଦକାରୀ ଯୁବକ ମୁକ୍ତିକାନ୍ତ ବିଶ୍ୱାଳ । ଯିଏ ରାଉରକେଲାରୁ, ମୁଖ୍ୟମନ୍ତ୍ରୀ ଦେଇଥିବା ୯ ବର୍ଷ ତଳର ପ୍ରତିଶ୍ରୁତିକୁ ମଡେଲ୍‌ର ଭାର ବନେଇ ୫ ଶହରୁ ଊର୍ଦ୍ଧ୍ୱ କିଲୋମିଟର ବାଟ ପାଦରେ ଚାଲିଚାଲି ନବୀନ ନିବାସ ଯାଏଁ ଆସିଥିଲେ ।

Odisha Rourkela
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ