Last updated: 28 February 2022, 09:44 AM IST
ୟୁକ୍ରେନରୁ ଭାରତୀୟ ଛାତ୍ରଛାତ୍ରୀଙ୍କୁ ଆଣିବା ପ୍ରୟାସ ଜାରି ରହିଛି। ବିମାନ ଭଡା ଦେଇ ଛାତ୍ରଛାତ୍ରୀଙ୍କୁ ମାଗଣାରେ ଆଣୁଛନ୍ତି ଭାରତ ସରକାର। ଏବେ ଜାଣନ୍ତୁ, ୟୁକ୍ରେନରୁ ଛାତ୍ରଛାତ୍ରୀଙ୍କୁ ଆଣିବା ପାଇଁ ଥରକରେ ସରକାର କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି?