ବାପା ଦିନ ମଜୁରିଆ। ଓଳିଏ ଖାଇଲେ ଓଳିଏ ଉପାସ ରହୁଥିଲେ। ଉପାୟଶୂନ୍ୟ ହୋଇ ବାହାର ରାଜ୍ୟକୁ ଦାଦନ ଖଟି ଯାଇଥିଲେ ଓ ସେଠି ପଢ଼ା ଜାରି ରଖିଥିଲେ। କିନ୍ତୁ ଗରିବୀ ସାମ୍ନାରେ ମୁଣ୍ଡ ନଇଁ ନଥିଲେ ପବିତ୍ର। ଶେଷରେ ସେ ସଫଳ ହେଲେ। ଷ୍ଟେଟ୍ ସିଲେକ୍ସନ୍ ବୋର୍ଡ ଦ୍ୱାରା ମନୋନୀତ ହୋଇ ସେ ସରକାରୀ କଲେଜରେ ଅଧ୍ୟାପକ ଚାକିରି ପାଇଲେ।
Published: Pallipuspa Samal
Last updated: 24 January 2023, 03:11 PM IST
ବଡ଼ ବଡ଼ ବିଲ୍ଡିଂରେ ଲୋକମାନଙ୍କ ଯିବା ଆସିବା ପାଇଁ ଲିଫ୍ଟର ବ୍ୟବସ୍ଥା ଥାଏ । ଲିଫ୍ଟରେ ଯିବା ସମୟରେ ସେଥିରେ ଲାଗିଥିବା ଦର୍ପଣ କେବେ ଦେଖିଛନ୍ତି କି? ଆପଣ ଭାବିଛନ୍ତି କି ଲିଫ୍ଟରେ କାହିଁକି ଦର୍ପଣ ଲଗାଯାଇଥାଏ? ଏହା ପଛରେ ଏକ ମଜାଦାର କାରଣ ରହିଛି । ଆସନ୍ତୁ ଜାଣିବା।