କଥା ଦେଇ କଥା ରଖିଲେ ସରପଞ୍ଚ ବାବୁ.. ୩ ଗାଁର ଘରେ ଘରେ ପହଞ୍ଚିଲା ଚାଉଳ.. ବୁଢା ବୁଢୀ, ଅକ୍ଷମଙ୍କ ପାଇଁ ନିଜେ ଚାଉଳ ବୋହି ଘରେ ଦେଇଆସୁଛନ୍ତି.. ଲୋକେ କହୁଛନ୍ତି ସରପଞ୍ଚ ହେବ ତ ଏମିତି..